ଅଂଚଳ ଖବର

ପ୍ରଧାନମନ୍ତ୍ରୀ ମୋଦିଜୀ କଂ ଜନ୍ମ ସପ୍ତାହ ଉପଲକ୍ଷେ ବ୍ରୁକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Spread the love

କଣ୍ଟାପଡା ୧୫।୯(ନି.ପ୍ର)-ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଜୀକଂ ଜନ୍ମ ସପ୍ତାହ ଅବସର ରେ କଣ୍ଟାପଡା ବ୍ଲକ ଅନ୍ତର୍ଗତ ଛେଦା ଗ୍ରାମ ଠାରେ ଆଜି ପୂର୍ବାହ୍ନରେ ଗ୍ରାମର ଯୁବକସଂଘ ଉଦ୍ୟମକ୍ରମେ ବ୍ରୁକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ନିଆଳି ବି.ଜେ.ପି ନେତା ବେଣୁଧର ବେହେରା ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭଉଦଘାଟନ କରିଥିଲେ ।ଯୁବକ ସଂଘ ସଦସ୍ୟ,ଗ୍ରାମବାସୀ ଓ ସ୍ଥାନୀୟ ଅଂଚଳର ବହୁଉତ୍ସାହୀ ଯୁବକ ସାମିଲ ହୋଇଥିଲେ। ବିଗିଡି ଯାଉଥିବା ପରିବେଶ, ପାଣିପାଗ ପରିପ୍ରେକ୍ଷୀରେ ବ୍ରୁକ୍ଷରୋପଣର ବହୁଳ ଆବଶ୍ୟକତାଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା।ଆଗାମୀ ଦିନରେଉକ୍ତ କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଶ୍ରୀ ବେହେରା କହିଥିଲେ।

Leave a Reply

Your email address will not be published. Required fields are marked *

ରାଜ୍ୟରେ ବିଜେପିସରକାର ଗଠନପରେ ବ୍ଲକ ଆତ୍ମାଅଧ୍ୟକ୍ଷ ନିର୍ବାଚନରେ ବିଜେପିର ବାଜି ମାତ୍,ଅପ୍ରତିଦ୍ଵନ୍ଦୀ ଜିତିଲେ ବିଜୁପାତ୍ର

Spread the love

Spread the loveକଟକ ଗ୍ରାମାଞ୍ଚଳଜିଲ୍ଲା(ନି.ପ୍ର)ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମକରି କଟକ […]

କଂଗ୍ରେସର ପଦଯାତ୍ରା ଓ ପରିବର୍ତ୍ତନ ସମାବେଶ ଅନୁଷ୍ଠିତ

Spread the love

Spread the loveସଭା ପ୍ରାରମ୍ଭରେ ପୂର୍ବତନ କଣ୍ଟାପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ସ୍ୱର୍ଗତଃ […]

ମଧ୍ୟାହ୍ନ ଭୋଜନ ପନିକିରେ ଛାତ୍ରୀଙ୍କ ପାଦ କଟିଲା!ଘଟଣା ଚାପିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କ ଉଦ୍ୟମ!!

Spread the love

Spread the loveକଟକ ଗ୍ରାମାଞ୍ଚଳ ଜିଲ୍ଲା,(ନିପ୍ର)କଟକ ଗ୍ରାମାଞ୍ଚଳ ଜିଲ୍ଲା,କଣ୍ଟାପଡ଼ା ବ୍ଲକ,ଗୋବିନ୍ଦପୁର ଥାନା ଅନ୍ତର୍ଗତ […]