breaking News ରାଜ୍ୟଖବର

କଟକ:ବଡମେଡିକାଲରେ ପହଂଚିଲେଉପଜିଲ୍ଲାପାଳ#ପ୍ରତିଶ୍ରୁତି ପରେ ଆମରଣ ଅନଶନ ଭାଂଗିଲେ ମନୋରଂଜନ#ମାପ ଓ ସର୍ବେକ୍ଷଣ ପ୍ରକାଶନ ମୁଦ୍ରଣାଳୟର ଅଚଳାବସ୍ଥା ନେଇ ଆଲୋଚନା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବାକୁ ନିଷ୍ପତ୍ତି ହେଲା#ଉପଜିଲ୍ଲାପାଳ ଶୁଭ୍ରାଂଶୁ ମିଶ୍ରକଂ ସହିତ,ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ(ରାଜସ୍ୱ) ପୂର୍ଣଚନ୍ଦ୍ର ମିଶ୍ର,ମାନଚିତ୍ର ପ୍ରକାଶନ କାର୍ଯ୍ୟାଳୟର ଯୁଗ୍ମ ନିର୍ଦ୍ଦେଶକ ସୁବାଶିଷ ମାନସିଂ,ଅତରିକ୍ତ ଜିଲ୍ଲା ମୁଖ୍ୟଚିକିତ୍ସକ,ବଡ ମେଡିକାଲ ଫାଣ୍ଡିଅଧିକାରୀ ଗୋପାଳଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ#

Spread the love

Leave a Reply

Your email address will not be published. Required fields are marked *

୪୦ ବର୍ଷ ପରେ ବ୍ଲକପୁନର୍ଗଠନ… ଭୌଗୋଳିକ ସ୍ଥିତି ବିଚାରକୁ ଅଗ୍ରାଧିକାର ଦେବା ଜରୁରୀ

Spread the love

Spread the loveନଦୀ,ନାଳ,ପାହାଡ, ପର୍ବତଘେରା ଅଞ୍ଚଳକୁ ଯେତେ ସେତୁ ହେଲେ ବି ଅଗମ୍ୟ…. […]

ପବଜି ଖେଳରୁ…ଠାକୁର ଜମି କଣ୍ଟ କବଲା!!ଖଳନାୟକ ନିଜେ ନକଲିଓକିଲ?ଠକିନେଲେ ହଜାରହଜାର ଟଙ୍କା!!

Spread the love

Spread the love

“ଆଣ୍ଠୁଏ ପାଣିରେ ହେଲିଣି ବୋଉଲୋ!ପଦ୍ମ ଘୁଞ୍ଚିଘୁଞ୍ଚି ଯାଉଛି”ନୂତନକୋର୍ଟ ସ୍ଥାପନ ପ୍ରସ୍ତାବ ସରକାରଙ୍କ ପାଣ୍ଠି ଓ ଭିତ୍ତିଭୂମି ଅଭାବରୁ ବିଳମ୍ବିତ

Spread the love

Spread the love କଟକ ଗ୍ରାମାଞ୍ଚଳଜିଲ୍ଲା(ନି.ପ୍ର)ଲୋକଙ୍କ ଦ୍ବାର ଦେଶରେ ଆଇନ ସେବା ଯୋଗାଇବା […]