ଦୁର୍ନିତି

ସାରଥିବାବାଙ୍କ ବାରିମୂଳ ଆଶ୍ରମରେ ନୋଟିସ୍ ଲଗାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

Spread the love
OST

ସେୟାର

କେନ୍ଦ୍ରାପଡା:  ଆତ୍ମଘୋଷିତ ବାବା ସାରଥୀଙ୍କ କେନ୍ଦ୍ରାପଡା ସ୍ଥିତ ବାରିମୂଳ ଆଶ୍ରମରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୪ ଜଣିଆ ଟିମ୍ ପହଞ୍ଚିଛନ୍ତି । ମିଳିଥିବା ସୂଚନା ଅନୁସାରେ, ସାରଥୀଙ୍କ ବାରିମୂଳ ଆଶ୍ରମରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ନୋଟିସ୍ ଲଗାଯାଇଛି । ତେବେ ନୋଟିସରେ ବାରିମୂଳ ଆଶ୍ରମକୁ ଅନଧିକୃତ ପ୍ରବେଶ ବାରଣ ନେଇ ଉଲ୍ଲେଖ କରାଯାଇଛି । ଏହା ସହ ଇଡି ଟିମ୍ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ବେଆଇନ୍ ସମ୍ପତ୍ତିର ତଦନ୍ତ କରୁଥିବା ମଧ୍ୟ ସୂଚନା ମିଳିଛି ।

ଗତ ଗୁରୁବାର  ସନ୍ଧ୍ୟାରେ କଟକ ଚୌଦ୍ୱାର ଜେଲରୁ ମୁକୁଳିଥିଲେ ଆତ୍ମଘୋଷିତ ବାବା ସାରଥୀ ଓରଫ ସନ୍ତୋଷ ରାଉଳ । ହାଇକୋର୍ଟରୁ ଜାମିନ ମିଳିବା ପରେ ସାରଥୀ ମୁକ୍ତ ହୋଇଥିଲେ । ତେବେ ଜାମିନ ସହ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି ହାଇକୋର୍ଟ ।  ଏହି ସର୍ତ୍ତ ଅନୁଯାୟୀ, କେନ୍ଦ୍ରାପଡାସ୍ଥିତ ବାରିମୂଳ ଆଶ୍ରମକୁ ଯାଇପାରିବେ ନାହିଁ ସାରଥୀ  କିମ୍ବା ରାଜ୍ୟର କୌଣସି ସର୍ବସାଧାରଣ ସ୍ଥାନରେ ଧର୍ମସଭା କରିପାରିବେ ନାହିଁ।

Leave a Reply

Your email address will not be published. Required fields are marked *

“ଫନି”ଘରଭଙ୍ଗା ସହାୟତା ନାମରେ କୋଟି ଟଙ୍କାର ଦୁର୍ନୀତି!!ଦାୟୀ କିଏ?ଆଦାୟ ହେବ କାହାଠୁ??

Spread the love

Spread the loveରାଜ୍ୟ ସରକାର ଏଥିନେଇ ସ୍ପଷ୍ଟୀକରଣ ଦେବାକୁ ଦାବୀ ହେଉଛି।

ନକଲି ଓକିଲଙ୍କ କଦଳୀ ବଣରେ ହୁକ ବିଜୁଳି,ଟାଟା ପାୱାର ନିଏ ସମ୍ଭାଳି

Spread the love

Spread the loveଚାଲ !ସଜନୀ ମୋର,କଦଳୀ ବଣରେ କରିବା ଘର!ନକଲି ଓକିଲକୁ ମୁଁ […]

କୋଟି କୋଟି ଟଙ୍କାର ନଦୀବାଲି ଲୁଟ!ବାଲିମାଫିଆଙ୍କ ବିରୁଦ୍ଧରେ ବିଜେପିର ପ୍ରଥମ “ପ୍ରେସମିଟ”

Spread the love

Spread the loveକୋଟିକୋଟି ଟଙ୍କାର ନଦୀ ବାଲି ଲୁଟି ନେଲେଣି !!ମାଫିଆଙ୍କ ବିରୁଦ୍ଧରେ […]