ଦୁର୍ନିତି

ଲିଫ୍ଟ ଦେଲେ ଦେବାକୁ ପଡିପାରେ ଜରିମାନା ଓ ଯାଇପାରନ୍ତି ଜେଲ

Spread the love

ନୂଆଦିଲ୍ଲୀ: ଯଦି ଆପଣ କୌଣସି ଅଜଣା ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଲିଫ୍ଟ ଦେଉଛନ୍ତି ତେବେ ସାବଧାନ ହୋଇଯାଆନ୍ତୁ | କାରଣ ଆପଣଙ୍କର ଏହି ଗୋଟିଏ ଭୁଲ ଆପଣଙ୍କୁ ଅସୁବିଧାରେ ପକାଇପାରେ | ଆପଣ ଜରିମାନା ଦେବା ସହ ଆପଣଙ୍କୁ ଜେଲ ମଧ୍ୟ ହୋଇପାରେ | ମୋଟର ଭେଇକିଲ ଆକ୍ଟ ୧୯୮୮ର ଧାରା ୬୬ ଅନୁସାରେ କୌଣସି ଅଜଣା ବ୍ୟକ୍ତିଙ୍କୁ ଲିଫ୍ଟ ଦେବା ଆଇନ ବିରୁଦ୍ଧ |

ଯଦି ଆପଣ କୌଣସି ଅଜଣା ବ୍ୟକ୍ତିଙ୍କୁ ଲିଫ୍ଟ ଦିଅନ୍ତି ତେବେ ଆପଣ ବ୍ୟକ୍ତିଗତ ଗାଡିକୁ କମର୍ସିୟାଲ ବ୍ୟବହାର କରୁଥିବାର ଧରାଯିବ | ଏହା ଦ୍ୱାରା ଆପଣ ଜରିମାନା ଦେବା ସାଙ୍ଗକୁ ଜେଲ ଦଣ୍ଡ ମଧ୍ୟ ଭୋଗିପାରନ୍ତି | ଆପଣଙ୍କୁ ୨ ହଜାର ଟଙ୍କାରୁ ୫ ହଜାର ଟଙ୍କା ଯାଏଁ ଜରିମାନା ଦେବାକୁ ପଡିବ 

Leave a Reply

Your email address will not be published. Required fields are marked *

“ଫନି”ଘରଭଙ୍ଗା ସହାୟତା ନାମରେ କୋଟି ଟଙ୍କାର ଦୁର୍ନୀତି!!ଦାୟୀ କିଏ?ଆଦାୟ ହେବ କାହାଠୁ??

Spread the love

Spread the loveରାଜ୍ୟ ସରକାର ଏଥିନେଇ ସ୍ପଷ୍ଟୀକରଣ ଦେବାକୁ ଦାବୀ ହେଉଛି।

ନକଲି ଓକିଲଙ୍କ କଦଳୀ ବଣରେ ହୁକ ବିଜୁଳି,ଟାଟା ପାୱାର ନିଏ ସମ୍ଭାଳି

Spread the love

Spread the loveଚାଲ !ସଜନୀ ମୋର,କଦଳୀ ବଣରେ କରିବା ଘର!ନକଲି ଓକିଲକୁ ମୁଁ […]

କୋଟି କୋଟି ଟଙ୍କାର ନଦୀବାଲି ଲୁଟ!ବାଲିମାଫିଆଙ୍କ ବିରୁଦ୍ଧରେ ବିଜେପିର ପ୍ରଥମ “ପ୍ରେସମିଟ”

Spread the love

Spread the loveକୋଟିକୋଟି ଟଙ୍କାର ନଦୀ ବାଲି ଲୁଟି ନେଲେଣି !!ମାଫିଆଙ୍କ ବିରୁଦ୍ଧରେ […]